Librería Samer Atenea
Librería Aciertas (Toledo)
Kálamo Books
Librería Perelló (Valencia)
Librería Elías (Asturias)
Donde los libros
Librería Kolima (Madrid)
Librería Proteo (Málaga)
ସଫଳ ବ୍ୟକ୍ତିମାନଙ୍କ କାର୍ଯ୍ୟ କରିବାର ଶୈଳୀ ଅନ୍ୟ ଲୋକଙ୍କଠାରୁ ଭିନ୍ନ ହୋଇଥାଏ । ସଫଳତା ଛୋଟ ହେଉ କିମ୍ବା ବଡ଼, ଏହା ପଛରେ ଯୋଜନା ତଥା ତଦନୁସାରେ କାର୍ଯ୍ୟ କରିବାର ବିଶେଷ ମହତ୍ତ୍ଵ ରହିଥାଏ । ସଫଳ ବ୍ୟକ୍ତି ନିଜ ଦକ୍ଷତାର ସବୁବେଳେ ଭରପୁର ଉପଯୋଗ କରନ୍ତି । ଏହି ପୁସ୍ତକରେ ସଫଳତା ହାସଲର ଅନେକ ଉପାୟ କୁହାଯାଇଛି । ଏହି ପୁସ୍ତକ ଜୀବନକୁ ଔଜଲ୍ୟମୟ କରିବା ପାଇଁ ସବୁ ଦୃଷ୍ଟିରୁ ସଂଗ୍ରହଣୀୟ ଅଟେ ।ସ୍ଟେଟ୍ ମାର୍ଡେନ୍ଙ୍କ ପୁସ୍ତକଗୁଡ଼ିକର ଅଧ୍ୟୟନରେ କୋଟି କୋଟି ଲୋକମାନେ ଆତ୍ମଶୁଦ୍ଧି, କାର୍ଯ୍ୟରେ ନିଷ୍ଠା ସମେତ ଜୀବନରେ ଉତ୍ସାହ ଓ ପ୍ରେରଣା ପ୍ରାପ୍ତ କରିଛନ୍ତି । ଆପଣ ମଧ୍ୟ ଏଗୁଡ଼ିକୁ ପଢ଼ନ୍ତୁ ଓ ନିଜ ମନୋରଥକୁ ହାସଲ କରିବାର ଆନନ୍ଦ ଉଠାନ୍ତୁ । ପ୍ରସ୍ତୁତ ପୁସ୍ତକ ପ୍ରତି ପାଦରେ ମାର୍ଗଦର୍ଶନ କରି ଆପଣଙ୍କ ଜୀବନ ବଦଳାଇପାରେ।ଡାଇମଣ୍ଡ ବୁକ୍ସରେ ସ୍ଟେଟ୍ ମାର୍ଡେନ୍ଙ୍କ ପୁସ୍ତକ• ଆତ୍ମବିଶ୍ଵାସର ପୁଞ୍ଜି• ନିଜକୁ ଚିହ୍ନନ୍ତୁ• ଆଗକୁ ବଢ଼ନ୍ତୁ• ସଫଳତାର ସୋପାନ• ଚିନ୍ତା ଛାଡ଼ନ୍ତୁ ସୁଖରେ ବଞ୍ଚନ୍ତୁ ଓ ହସି-ହସି କେମିତି ବଞ୍ଚିବା• ଆପଣ କ’ଣ କରିପାରିବେନି• ସଫଳତାର ରହସ୍ୟ• ଜୀବନ ଓ ବ୍ୟବହାର• ବିକାଶର ପଥ• ଉନ୍ନତିର ମାର୍ଗ• ସୁଯୋଗ ଚାଲିଯାଏ