Ama Samayara Kahani

Ama Samayara Kahani

Gourahari Das

22,15 €
IVA incluido
Disponible
Editorial:
BLACK EAGLE BOOKS
Año de edición:
2024
ISBN:
9781645605607
22,15 €
IVA incluido
Disponible

Selecciona una librería:

  • Librería Samer Atenea
  • Librería Aciertas (Toledo)
  • Kálamo Books
  • Librería Perelló (Valencia)
  • Librería Elías (Asturias)
  • Donde los libros
  • Librería Kolima (Madrid)
  • Librería Proteo (Málaga)

ଫୁଲଟିଏ ଫୁଟିଲେ ମଉଳି ଝଡ଼ିପଡ଼େ । ଗୀତଟିଏ ଗାଇବା ଆରମ୍ଭ ହେଲେ ସୁର ହୋଇ ସରିଯାଏ, କଥାଟିଏ ଆରମ୍ଭ ହେଲେ ଲଥାର ବାଙ୍କ ବୁଲାଣି ଦେଇ ଶେଷହୁଏ; କିନ୍ତୁ ପ୍ରେମ ଥରେ ଆରମ୍ଭ ହେଲେ ଆଉ ସେ ସରେ ନାହିଁ । ଜୀବନ ସାରା ମଧୁର କ୍ଷତଟିଏ ପରି ସେ ମଣିଷ ସାଙ୍ଗରେ ରହିଯାଏ, ସ୍ମୃତିକୋଷରେ ସାଇତି ହୋଇ ରହିଯାଏ ସେଇ ସଂପର୍କର ସୂଚିପତ୍ର । କେବେ କେବେ ସେସବୁ ଉଙ୍କିମାରେ ଆଖି ଉପକୂଳରେ ଲୁହ ହୋଇ, ଓଠ ତଟର କ୍ଷୀଣହସ ହୋଇ, କେବେ ପୁଣି ଛାତି ପଞ୍ଜରାର ପାହାଡ଼ ଖୋଲରେ ଦୀର୍ଘଶ୍ୱାସ ହୋଇ ।କିଏ ଜଣେ କହିଥିଲେ, ପ୍ରେମରେ ବିଫଳତା ବୋଲି କିଛି ନାହିଁ । ବିଫଳ ପ୍ରେମ ସୁଦ୍ଧା ଲୁହଧୁଆ ମନଆକାଶରେ କରୁଣ କିରଣ ବୁଣିଦିଏ । ସେଇ କରୁଣ କିରଣ ସୃଷ୍ଟି କରିଦିଏ ବର୍ଣ୍ଣିଳ ଇନ୍ଦ୍ରଧନୁ । ଇନ୍ଦ୍ରଧନୁରୁ ଜନ୍ମ ନିଏ କାବ୍ୟକବିତା, ଚିତ୍ର ଓ ସ୍ଥାପତ୍ୟ ।ପ୍ରେମର ପ୍ରଥମ ସର୍ତ୍ତ ହେଉଛି ତାହା ନିଃସର୍ତ୍ତ । ପୃଥିବୀର କୌଣସି ଯୁକ୍ତି, ଧରାବନ୍ଧା ଆଇନ ପ୍ରେମ ଆଗରେ ବାଟ ଓଗାଳି ଛିଡ଼ା ହୋଇପାରେ ନାହିଁ । ପ୍ରେମପାଇଁ ମଣିଷକୁ ପ୍ରଚୁର ମୂଲ୍ୟଦେବାକୁ ପଡ଼ିଛି - ଜୀବନ, ସଂପର୍କ, ସ୍ୱେଦ, ଶୋଣିତ, ସାଇତା ସଂପଦ ଓ ପ୍ରିୟ ପରିଧି । ସବୁ ସତ୍ତ୍ୱେ ପ୍ରେମ ବଞ୍ଚି ରହିଛି - ସାମାଜିକ ସ୍ୱୀକୃତି ମିଳୁ କି ନମିଳୁ, ଦାପ୍ତରିକ ସମ୍ମତି ଥାଉ ବା ନଥାଉ । ପ୍ରେମ ପାଇଁ କୌଣସି ପ୍ରତିବନ୍ଧକ ଅନତିକ୍ରମ୍ୟ ନୁହେଁ - ନା ଜାତି ନା ଜାତୀୟତା, ନା ଶାସ୍ତ୍ର ନା ଶାସ୍ତ୍ରୀୟତା । ସେଥିପାଇଁ କିଏ ପ୍ରେମର ପୃଥକ ପରିଭାଷା କରେ, ବ୍ୟାଧି ଓ ବିକୃତି, ଭୟଙ୍କର ପାଗଳପଣ । ସେଥିପାଇଁ ଗୀର୍ଜା, ଗୁରୁଦ୍ୱାର, ମନ୍ଦିର ଓ ମସ୍‌ଜିଦ୍‌ର ଦୁଆର ଆଉଜାଇ ନିଆଯାଏ, ସଜାଡ଼ି ରଖାଯାଏ ନିଆଁ ଓ ନାଗଫାଶ, ନାଲି ଆଖି ଦେଖାଏ ନୀତି ଓ ମୁକ୍ତିମଣ୍ଡପ । ମାତ୍ର ସବୁ ସତ୍ତ୍ୱେ ପ୍ରେମ ବଞ୍ଚିରହେ, ଝାଉଁଳି ଯାଇଥିବା ପ୍ରଣୟୀର ବୁକୁତଳେ ଲାଲ ଟୁକ୍‌ଟୁକ୍ ସତେଜ ଗୋଲାପଟେ ପରି, ସମଗ୍ର ପୃଥିବୀକୁ ଆଶୀର୍ବାଦ କରିବାର ମୁଦ୍ରାରେ ସଭିଙ୍କୁ ଶିହରିତ କରୁଥାଏ । ଲୁହର ପଙ୍କଗଡ଼ିଆ ଭିତରୁ ପଦ୍ମର ପବିତ୍ରତାରେ ସେ ଚହଟି ଉଠୁଥାଏ । ଏହିଭଳି ଅନୁଭବ ଉପହାର ଦେଉଥିବା ଅଠେଇଶଟି ଗଳ୍ପର ସଂକଳନ ’ଆମ ସମୟର କାହାଣୀ : ପ୍ରେମ’

Artículos relacionados

  • Poetry Is Our Ministry to Touch the Heart
    Anelda Lukesia Ballard / Jean Anelda Scott
    Poetry is Our Ministry to Touch the Heart, was birthed when Anelda L. Ballard became ill. God spoke to her in a dream and said 'pick up a pen and write' by being obedient this book was written through the Holy Spirit. Anelda and her mother Jean A. Scott believes that God’s wants to heal a hurting heart. This book will inspire you and encourage you to never give up hope. Jesu...
    Disponible

    11,12 €

  • I soldati lunghi
    Pierluigi Romeo di Colloredo Mels
    Il 24 maggio 1915 il Regno d’Italia entrò nella Grande Guerra, che si sarebbe dimostrata il momento più alto e tragico della sua storia, a poco più di cinquant’anni dalla sua unificazione.In quella lotta tremenda durata quattro anni, la Brigata Granatieri di Sardegna , con i suoi due valorosi Reggimenti, i più antichi del Regio Esercito scrisse, nel grande quadro della guerra d...
    Disponible

    32,59 €

  • Five Beneath Philly
    Susan Bandy / Tom Richmond
    Allen Williams plans to make something of his life and escape South Philly and the work at Cross Brothers’ Meat Packing Plant. He prepares himself with excellent grades and an upcoming full-ride scholarship to climb out of South Philly forever. Then fate changes his whole world. An only son in a family of six, Allen suddenly finds himself responsible for his mother, grandmother...
    Disponible

    18,28 €

  • Forms
    Sharon Welch
    I am an award-winning artist and my works hang in private residences, community hospitals, businesses, and restaurants across the US and also abroad.  I live in Pierre, South Dakota. Since 2008 I have owned Sharon Welch Gallery and Studio where I paint and teach classes.  My theory is have fun, remove the fear of failure, experiment and let the child inside of you play.Very oft...
    Disponible

    60,20 €

  • Ricordi di una ausiliaria
    Andrea Lombardi / Raffaella Duelli
    Le memorie di Raffaella Duelli, Volontaria nel Battaglione Barbarigo della Decima Flottiglia Mas iniziano con la partenza del Barbarigo da Roma, narrando la lunga marcia del reparto verso il nord, sotto il mitragliamento degli aerei Alleati. Quindi, è descritta vividamente l'ultima battaglia del Barbarigo sul Fronte Sud, dal Senio a Comacchio: gli appunti di Raffaella, giov...
    Disponible

    28,08 €

  • Why Didn’t You Ask?
    Panya Dixon
    From an early occurrence in her childhood to a perilous thirteen-year relationship, Panya Dixon too often suffered from various forms of physical, emotional, and sexual abuse. Conflicted between love and the pain her loved ones brought on her, she consistently had to fight for her life and her will to move on. Why Didn’t You Ask? is an expression of Panya’s truth—her trials, pa...
    Disponible

    20,35 €

Otros libros del autor

  • Hajila Geetara Sura
    Gourahari Das
    ହଲବା, ମାଟିଆ, କୋୟା, ବଣ୍ଡା, କନ୍ଧ ଓ ଭୂମିଆ ସଂପ୍ରଦାୟର ଆଦିବାସୀମାନଙ୍କ ପରିବାରର କେହି ରାତିରେ ମରିଗଲେ ତା’ର ଶବକୁ ପରଦିନ ସକାଳ ପର୍ଯ୍ୟନ୍ତ ସଂସ୍କାର ନିମନ୍ତେ ରଖନ୍ତି। ଅନ୍ୟପକ୍ଷରେ ଘର ଭିତରେ ଶବ ରହିଥିବାବେଳେ ଘରଲୋକେ ନିଦରେ ଶୋଇବା ମନା। ଘରର ଲୋକଙ୍କୁ ଚିଆଁଇ ରଖିବା ଲାଗି ଗୀତକୁଡ଼ିଆ ଓ ଗୀତକୁଡ଼ିଆଣୀ ରାତିସାରା ବିଭିନ୍ନ କଥାନି ଗାଇଥାନ୍ତି। ଏହି କଥାନିରେ ମୃତ୍ୟୁ ଚେତନା, ଜୀବନର କ୍ଷଣଭଙ୍ଗୁରତା, ବିଭିନ୍ନ ପୁରାଣର ଆଖ୍ୟାନ ସହ ମୃତ ବ୍ୟକ୍ତିର ଗୁଣାବଳି...
    Disponible

    20,23 €

  • Ama Samayara Kahani
    Gourahari Das
    ଯେତେ ଯାହା ଚାହିଁଲେ ବି ପିଲାଦିନ ଆଉ ଫେରେ ନାହିଁ । ସ୍ମୃତିର ଆଲ୍‌ବମ୍‌ରେ ପୁରୁଣା ଫଟୋଟିଏ ପରି ସେ ପଛରେ ରହିଯାଏ । ଏଣିକି ମଣିଷକୁ ଫେରିବାକୁ ହୁଏ ପିଲାଦିନ ପାଖକୁ- ଗୀତ, ଗପ, ଉପନ୍ୟାସ ଓ ଚିତ୍ରର ଭରସାରେ ।ପିଲାଦିନ ଗପ ସଂକଳନ, ସେଇ ପିଲାଦିନକୁ ପାଖରେ ପାଇବାର ଆବେଗ ଆତୁର ଉଦ୍ୟମର ଫଳଶ୍ରୁତିଟିଏ । ଅନେକ ଦିନ ଧରି ଏମିତି ସ୍ୱପ୍ନଟିଏ ଥିଲା, ପିଲାଦିନର ସ୍ମୃତି ପରି ମୋ ପାଖେ ପାଖେ, ମାତ୍ର ସେଇ ସ୍ୱପ୍ନକୁ ବାସ୍ତବର ରୂପ ଦେବା ପାଇଁ ଅବକାଶ ଓ ଅବସର ଜୁଟୁ ନ ...
    Disponible

    21,38 €

  • Bhala Galpa
    Gourahari Das
    ଭଲ ଗଳ୍ପ: ଭୂମି ଓ ଭୂମିକା’ ବହିଟିର ପରିକଳ୍ପନା ଅନେକ ଦିନର । ୧୯୮୮ରେ ’ସମ୍ବାଦ’ର ସାହିତ୍ୟ ପୃଷ୍ଠା ସଂଯୋଜନା କରୁଥିବା ବେଳେ, ମଝିରେ ମଝିରେ ସେଥିରେ ନୂଆ ନୂଆ ଫିଚର୍ ଉପସ୍ଥାପନ କରିବା ଲାଗି ଚେଷ୍ଟା କରୁଥାଏ । ତା ଭିତରୁ ଗୋଟିଏ ଥିଲା ’ଭଲ ଗପ କହିଲେ ଆପଣ କ’ଣ ବୁଝନ୍ତି’ ବିତର୍କ । ଏ ପ୍ରଶ୍ନଟି ସର୍ଜନଶୀଳ ଲେଖକଲେଖିକାଙ୍କ ପାଇଁ ଉଦ୍ଦିଷ୍ଟ ଥିଲା । ଯେତେବେଳେ ବି ମୁଁ କ୍ଷୁଦ୍ରଗଳ୍ପର ଭୂମିକା ବା ପରିଭାଷା ସମ୍ପର୍କରେ ଯାହା କିଛି ପଢ଼ିଛି ସେତେବେଳେ କୌଣସି ଇ...
    Disponible

    20,19 €

  • Asami O Anyanya Nataka (ଆସାମୀ ଓ ଅନ୍ୟାନ୍ୟ ନାଟକ)
    Gourahari Das
    ’ଆସାମୀ ଓ ଅନ୍ୟାନ୍ୟ ନାଟକ’ରେ ଯେଉଁ ତିନିଟି ନାଟକ ସଂକଳିତ ହୋଇଛି ସେଗୁଡ଼ିକ ହେଲା ’ଆସାମୀ’, ’ନୂଆ ଠିକଣା’ ଏବଂ ’ମାୟା’ । ଏ ନାଟକଗୁଡ଼ିକ ୨୦୧୬ ଓ ୨୦୧୭ରେ ଯଥାକ୍ରମେ ଉତ୍ତରପୁରୁଷ, ନାଟ୍ୟଚେତନା ଓ ଶତାବ୍ଦୀର କଳାକାର ଦ୍ୱାରା ପ୍ରଥମେ ମଞ୍ଚସ୍ଥ ହୋଇଥିଲା ।ନାଟକ ସଂପର୍କରେ:ନାଟକ ’ଆସାମୀ’, ନୋଟ୍ ଓ ଭୋଟ୍‌ର ରାଜନୀତି ଭିତରେ ଛନ୍ଦି ପଡ଼ିଥିବା, ମାଟି ଓ ଭାଟିର ବିଷଚକ୍ରରୁ ମୁକୁଳି ପାରୁ ନ ଥିବା ଗୋଟେ ସାଧାରଣ ପରିବାରର କାହାଣୀ; ଯେଉଁ ପରିବାର କେବଳ ଚାହୁଁଥଲା, ଦି...
    Disponible

    18,94 €

  • Kanta O Anyanya Galpa
    Gourahari Das
    Kanta O Anyanya Galpa is a collection of sixteen short-stories by Gourahari Das . Flawlessly narrated, the stories sparkle with compassion and humanity. Each story in this collection is distinct and unique, and his broad vision, a composite of tradition and modernity, enables him to see the conflict and complexities of a transforming Odia society. These stories are powerful por...
    Disponible

    18,80 €

  • SURENDRA MOHANTYNKA KHYUDRAGALPA
    Gourahari Das
    ଓଡ଼ିଆ ସାହିତ୍ୟରେ କଥାଶିଳ୍ପୀ ସୁରେନ୍ଦ୍ର ମହାନ୍ତିଙ୍କର ସ୍ଥାନ ସ୍ବତନ୍ତ୍ର। ତାଙ୍କର ବିଷୟବସ୍ତୁ ନିର୍ବାଚନ, ଚରିତ୍ର ଚିତ୍ରଣ ଏବଂ ଶବ୍ଦ ଚୟନ ସମସାମୟିକ ସାହିତ୍ୟିକମାନଙ୍କ ଠାରୁ ଭିନ୍ନ। ଶ୍ରୀଜଗନ୍ନାଥଙ୍କୁ ନେଇ ସେ ଲେଖିଥିବା ’ନୀଳଶୈଳ’, ’ନୀଳାଦ୍ରି ବିଜୟ’, ’କୃଷ୍ଣାବେଣୀରେ ସନ୍ଧ୍ୟା’, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ନେଇ ଲେଖିଥିବା ’କୁଳବୃଦ୍ଧ’ ଓ ’ଶତାବ୍ଦୀର ସୂର୍ଯ୍ୟ’ ଏବଂ ଗୌତମ ବୁଦ୍ଧଙ୍କ ଦର୍ଶନର ଭିନ୍ନ ଭିନ୍ନ ଦିଗକୁ ନେଇ ରଚନା କରିଥିବା ଅଜସ୍ର ଗଳ୍...
    Disponible

    18,73 €