Librería Samer Atenea
Librería Aciertas (Toledo)
Kálamo Books
Librería Perelló (Valencia)
Librería Elías (Asturias)
Donde los libros
Librería Kolima (Madrid)
Librería Proteo (Málaga)
'ବେଶଘର' କବିତା ସଂକଳନରେ ସ୍ଥାନିତ ପ୍ରତ୍ୟେକ କବିତା ଏକ ଦର୍ପଣ- ପ୍ରେମ, ପ୍ରତିରୋଧ, ଅନ୍ୟାୟ, ଅବିଚାର, ବିଦ୍ରୋହ, ବିଦ୍ରୂପ, ସମୟର ନିରନ୍ତର ସ୍ପନ୍ଦନର ଅଦୃଶ୍ୟ ରୂପରେଖ ଓ ଆତ୍ମାର ସ୍ତରୀଭୂତ କ୍ଷେ।।ଭର ଅବିକଳ ପ୍ରତିଫଳନ । ଭାଷାର ସରଳତା ଓ ଭାବର ଗଭୀରତାରେ ସମୃଦ୍ଧ ଏହି କବିତାଗୁଡ଼ିକ ଜୀବନର ଭଂଗୁର ସୌନ୍ଦର୍ଯ୍ୟକୁ ଅନୁସନ୍ଧାନ କରେ ଓ ଦୈନନ୍ଦିନ ଜୀବନରେ ନିହାତି ମାମୁଲି ମନେ ହେଉଥିବା ମୁହୂର୍ତ୍ତର ସାକ୍ଷୀ ପାଲଟି ଆମ ଚତୁଃପାର୍ଶ୍ୱର ବିଶ୍ୱକୁ କେବଳ ପ୍ରତିଫଳିତ କରେନାହିଁ, ପାଠକକୁ ଗଭୀର ଭାବପ୍ରବଣତାରେ ଆଚ୍ଛନ୍ନ, ଆଲୋଡ଼ିତ ଓ ଆନ୍ଦୋଳିତ କରେ। ସତ୍ୟ ଏବଂ ନ୍ୟାୟ ପ୍ରତି ପ୍ରତିବଦ୍ଧତାରେ ସମୁଜ୍ଜ୍ୱଳ କବିତାଗୁଡ଼ିକ ସ୍ପର୍ଦ୍ଧା ଏବଂ ସମ୍ବେଦନଶୀଳତାର ପ୍ରତିରୂପ ପାଲଟି ପାଠକକୁ ସାହସ ଏବଂ ସାନ୍ତ୍ୱନା ପ୍ରଦାନ କରେ।