Librería Samer Atenea
Librería Aciertas (Toledo)
Kálamo Books
Librería Perelló (Valencia)
Librería Elías (Asturias)
Donde los libros
Librería Kolima (Madrid)
Librería Proteo (Málaga)
ମାନସଙ୍କ ଅଠରଟି ଗପକୁ ନେଇ ପ୍ରସ୍ତୁତ ଏଇ ପ୍ରଥମ ସଂକଳନରେ ରହିଛି ବିବିଧତାର ବାଙ୍ମୟ ବାସ୍ନା । ପିଲାଦିନର ମହମହ ସ୍ମୃତିଠୁ ତାରୁଣ୍ୟର ତରଳ ସ୍ୱପ୍ନଯାଏ; ପୁଣି ସ୍ୱପ୍ନଭଙ୍ଗର ଉତ୍ପୀଡ଼କ ଉପପାଦ୍ୟଠୁ ବାସ୍ତବତାର ବିସ୍ତୃତ ବର୍ଣ୍ଣବିଭାଯାଏ; .. ଯାହା ନିଶ୍ଚିତ ରୂପେ ଉଚ୍ଚକିତ ଓ ଉତ୍ସାହିତ କରିବ ଚିହ୍ନରା ପାଠକମାନଙ୍କୁ । ତ’ ସ୍ୱାଗତ କରନ୍ତୁ.. ଆମ ’କଥା-ପରମ୍ପରା’ର ଜଣେ ନୂଆ ନିଆରା ନାୟକଙ୍କୁ, ସମର୍ଥ ସଫଳ ସ୍ରଷ୍ଟାପୁରୁଷଙ୍କୁ.. ।