Librería Samer Atenea
Kálamo Books
Librería Elías (Asturias)
Librería Kolima (Madrid)
Librería Proteo (Málaga)
ମାଧ୍ୟମିକ ପରିଷଦରୁ ଅବସର ଗ୍ରହଣ ପରେ ପାରମ୍ପରିକ ଗଣିତ ଶିକ୍ଷାକୁ ଏକ ନୂତନ ଭାବରେ ରୂପାନ୍ତରିତ କରିବା ତାଙ୍କ କୃତିର ଅନ୍ୟତମ ବିଭାବ । ଏତଦ୍ ବ୍ୟତୀତ ଶିକ୍ଷଣ ଗଣିତଶିକ୍ଷା କ୍ଷେତ୍ରରେ ବିଭିନ୍ନ କୌତୁହଳପ୍ରଦ କୌଶଳ(ଞକ୍ସସମଳଗ୍ଦ)ର ଅବତାରଣା କରି ଡଃ ମିଶ୍ର ବିଦ୍ୟାର୍ଥୀମାନଙ୍କ ପାଇଁ ଗଣିତଶିକ୍ଷାକୁ ସରଳୀକୃତ ଅବସ୍ଥାକୁ ଆଣିବାକୁ ସତତ ଚେଷ୍ଟିତ । ଶିକ୍ଷା, ବିଶେଷ କରି ଗଣିତ ଶିକ୍ଷା ଏକ ଅନ୍ତଃହୀନ ପ୍ରକ୍ରିୟା । ସେସବୁକୁ ଦୃଷ୍ଟିରେ ରଖି ତାଙ୍କର ’ବୈଦିକ ଗଣିତ’ ଶିକ୍ଷା କ୍ଷେତ୍ରରେ ଏକ ନୂତନ ପ୍ରତିଶ୍ରୁତି ଏକ ନୂତନ ଦିଗନ୍ତ । ବିଦ୍ୟାର୍ଥୀ ତଥା ଗଣିତ ପ୍ରତି ରୁଚି ରଖିଥିବା ପ୍ରତ୍ୟେକଟି ବ୍ୟକ୍ତି ଏଥିରୁ ନିଶ୍ଚିତ ଭାବରେ ଉପକୃତ ହୋଇପାରିବେ ।