Chha Mana Atha Guntha

Chha Mana Atha Guntha

Fakir Mohan Senapati

19,00 €
IVA incluido
Disponible
Editorial:
BLACK EAGLE BOOKS
Año de edición:
2022
ISBN:
9781645602699
19,00 €
IVA incluido
Disponible

Selecciona una librería:

  • Librería Samer Atenea
  • Librería Aciertas (Toledo)
  • Kálamo Books
  • Librería Perelló (Valencia)
  • Librería Elías (Asturias)
  • Donde los libros
  • Librería Kolima (Madrid)
  • Librería Proteo (Málaga)

’ଛ ମାଣ ଆଠଗୁଣ୍ଠ’ ଭୂମି କୈନ୍ଦ୍ରିକ ଉପନ୍ୟାସ । ଊନବିଂଶ ଶତାବ୍ଦୀର ଶେଷାର୍ଦ୍ଧରେ ଓଡ଼ିଆ ଜନଜୀବନର ମୂଳଭିତ୍ତି ଥିଲା ଭୂସମ୍ପଦ ଓ ଗୋ ସମ୍ପଦ । ଏତଦ୍‌ବ୍ୟତୀତ ଗୁଡ଼ାଏ କୁସଂସ୍କାର ଓ ଅନ୍ଧବିଶ୍ୱାସ ଏଭଳି ପ୍ରଭାବ ବିସ୍ତାର କରିଥିଲା ଯେ ସେହି ସମୟର ସମାଜରେ ପୁରୋହିତମାନଙ୍କର କଥାକୁ ବିନା ପ୍ରଶ୍ନରେ ଗ୍ରହଣ କରାଯାଉଥିଲା । ଅଶିକ୍ଷା, ସ୍ୱାର୍ଥପରତା, ଆତ୍ମଗର୍ବ ସହିତ ମିଶି ଯାଇଥିଲା ଅନ୍ୟକୁ ନିମ୍ନ ସ୍ତରର ବୋଲି ପ୍ରତିପାଦନ କରିବାର ମାନସିକତା । ଫକୀରମୋହନ ସ୍ତ୍ରୀଶିକ୍ଷାର ପକ୍ଷପାତୀ ଥିଲେ । କନ୍ୟା ଧନ ବିପକ୍ଷରେ ଲେଖନୀ ଚାଳନା କରିଥିଲେ । ଶିକ୍ଷା କିଭଳି ମଣିଷକୁ ଉଦାର କରିଦିଏ ତାହା ତାଙ୍କର ଅନେକ ରଚନାରେ ପ୍ରତିପାଦିତ । ତେବେ ’ଛାମାଣ ଆଠଗୁଣ୍ଠ’ରେ ଭୂମି ଓ ଧେନୁ ସମ୍ପଦ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଛି । ଛ ମାଣ ଆଠଗୁଣ୍ଠ ତାଙ୍କର ପ୍ରଥମ ଉପନ୍ୟାସ । ’ଛ ମାଣ ଆଠଗୁଣ୍ଠ’ ୧୮୯୭ରୁ ୧୮୯୯ ପର୍ଯ୍ୟନ୍ତ ଦୁଇବର୍ଷ କାଳ ଧାରାବାହିକ ଭାବରେ ଉତ୍କଳ ସାହିତ୍ୟରେ ’ଧୂର୍ଜଟୀ’ ଛଦ୍ମ ନାମରେ ପ୍ରକାଶିତ ହେଉଥିଲା । ୧୯୦୨ରେ ଏହା ପୁସ୍ତକ ଆକାରରେ ପ୍ରକାଶିତ ହେଲା । ପୁସ୍ତକରେ ଲେଖକ ଭାବରେ ଫକୀର ମୋହନ ସେନାପତିଙ୍କ ନାମ ଉଲ୍ଲେଖ ଥିଲା । ଧାରାବାହିକ ଭାବେ ପ୍ରକାଶିତ ହେଉଥିବା ସମୟରେ ଏହା ଖୁବ୍ ଲୋକପ୍ରିୟ ହୋଇଥିଲା । 

Artículos relacionados

  • Poetry Is Our Ministry to Touch the Heart
    Anelda Lukesia Ballard / Jean Anelda Scott
    Poetry is Our Ministry to Touch the Heart, was birthed when Anelda L. Ballard became ill. God spoke to her in a dream and said 'pick up a pen and write' by being obedient this book was written through the Holy Spirit. Anelda and her mother Jean A. Scott believes that God’s wants to heal a hurting heart. This book will inspire you and encourage you to never give up hope. Jesu...
    Disponible

    11,12 €

  • I soldati lunghi
    Pierluigi Romeo di Colloredo Mels
    Il 24 maggio 1915 il Regno d’Italia entrò nella Grande Guerra, che si sarebbe dimostrata il momento più alto e tragico della sua storia, a poco più di cinquant’anni dalla sua unificazione.In quella lotta tremenda durata quattro anni, la Brigata Granatieri di Sardegna , con i suoi due valorosi Reggimenti, i più antichi del Regio Esercito scrisse, nel grande quadro della guerra d...
    Disponible

    32,59 €

  • Five Beneath Philly
    Susan Bandy / Tom Richmond
    Allen Williams plans to make something of his life and escape South Philly and the work at Cross Brothers’ Meat Packing Plant. He prepares himself with excellent grades and an upcoming full-ride scholarship to climb out of South Philly forever. Then fate changes his whole world. An only son in a family of six, Allen suddenly finds himself responsible for his mother, grandmother...
    Disponible

    18,28 €

  • Forms
    Sharon Welch
    I am an award-winning artist and my works hang in private residences, community hospitals, businesses, and restaurants across the US and also abroad.  I live in Pierre, South Dakota. Since 2008 I have owned Sharon Welch Gallery and Studio where I paint and teach classes.  My theory is have fun, remove the fear of failure, experiment and let the child inside of you play.Very oft...
  • Ricordi di una ausiliaria
    Andrea Lombardi / Raffaella Duelli
    Le memorie di Raffaella Duelli, Volontaria nel Battaglione Barbarigo della Decima Flottiglia Mas iniziano con la partenza del Barbarigo da Roma, narrando la lunga marcia del reparto verso il nord, sotto il mitragliamento degli aerei Alleati. Quindi, è descritta vividamente l'ultima battaglia del Barbarigo sul Fronte Sud, dal Senio a Comacchio: gli appunti di Raffaella, giov...
    Disponible

    28,08 €

  • Why Didn’t You Ask?
    Panya Dixon
    From an early occurrence in her childhood to a perilous thirteen-year relationship, Panya Dixon too often suffered from various forms of physical, emotional, and sexual abuse. Conflicted between love and the pain her loved ones brought on her, she consistently had to fight for her life and her will to move on. Why Didn’t You Ask? is an expression of Panya’s truth—her trials, pa...
    Disponible

    20,35 €

Otros libros del autor

  • Galpaswalpa (bhaga 1 o bhaga 2)
    Fakir Mohan Senapati
    ଊନବିଂଶ ଶତାବ୍ଦୀ ହେଉଛି ଉତ୍କଳ ପାଇଁ ଏକ ଘଡ଼ିସନ୍ଧିକାଳ । ଏ ଶତାବ୍ଦୀରେ ପ୍ରାଚ୍ୟ ଏବଂ ପାଶ୍ଚାତ୍ୟ ଚିନ୍ତା ଓ ଚେତନାରେ ସଂଘର୍ଷ ଘଟିଛି । ଫଳରେ ଓଡ଼ିଆ ଭାଷା ଏବଂ ସାହିତ୍ୟର ପ୍ରାଚୀନ ନିର୍ମୋକ ଖସିପଡ଼ିଛି । ନବଯୁଗର ପଦଧ୍ଵନିରେ ସମଗ୍ର ସାରସ୍ଵତ ଆକାଶ ନୂତନ ସମ୍ଭାବନା ଓ ଦ୍ୟୋତନାରେ ସ୍ଵପ୍ନାୟିତ ହୋଇଛି । ସର୍ବତ୍ର ଜନ ଜୀବନରେ ନବ ଜାଗୃତିର ମନ୍ଦ୍ରଧ୍ଵନି ନିନାଦିତ ହୋଇଛି । ଏଇ ଆକାଶର ଅସ୍ତାଚଳରେ ଭଞ୍ଜ ଯୁଗର ଜୀବନ ସନ୍ଧ୍ୟାର କରୁଣ ଅସ୍ତରାଗ ଓ ଉଦୟାଚଳରେ ନବ...
    Disponible

    22,36 €

  • Mamu
    Fakir Mohan Senapati
    ବ୍ୟାସକବି ଫକୀରମୋହନଙ୍କ କଥା-ପ୍ରତିଭାର ମହନୀୟ ଅବଦାନ ହେଉଛି ମାମୁ ଉପନ୍ୟାସ । ଏହା ତାଙ୍କର ତୃତୀୟ ଉପନ୍ୟାସ ଭାବରେ ପରିପକ୍ୱ ପ୍ରତିଭାର ଏକ ଶ୍ରେଷ୍ଠ ନିଦର୍ଶନ । ଯେତେବେଳେ ଫକୀରମୋହନ ବାଲେଶ୍ୱରଠାରେ ବିତାଉଥିଲେ ନିଃସଙ୍ଗ ଜୀବନ ସେହି ସମୟରେ ସୃଷ୍ଟି ହୋଇଛି ମାମୁ । ୧୯୧୩ ମସିହାରେ ଯଦିଓ ଏହା ପ୍ରକାଶିତ, ତା’ର ଯଥେଷ୍ଟ ପୂର୍ବରୁ ଫକୀରମୋହନଙ୍କ ସ୍ରଷ୍ଟା ପ୍ରାଣରୁ ଏହାର ଆବିର୍ଭାବ ବୋଲି ମନେହୋଇଥାଏ । ’ଛ’ମାଣ ଆଠଗୁଣ୍ଠ’ ଯଦିଓ ଯୋଜନାବଦ୍ଧ ଭାବରେ ରଚିତ ହୋଇ ନଥ...
    Disponible

    23,99 €

  • SIX AND A THIRD ACRES
    FAKIR MOHAN SENAPATI
    Six and a third Acres was the first modern Odia novel, and has remained at the heart of Odin literary excellence ever since. It was published as Chha Mana atha guntha in the literary monthly Utkal Sahitya between 1897-99. Over a century after it was first published, this sombre tale continues to attract readers because of fakir Mohan senapati’s innovative technique, indelible c...
    Disponible

    20,09 €