Haluka Manisha

Haluka Manisha

Milan Kundera / Rabi Shankar Mishra / Sneha Mishra

19,67 €
IVA incluido
Disponible
Editorial:
BLACK EAGLE BOOKS
Año de edición:
2021
ISBN:
9781645602279
19,67 €
IVA incluido
Disponible

Selecciona una librería:

  • Donde los libros
  • Librería 7artes
  • Librería Elías (Asturias)
  • Librería Kolima (Madrid)
  • Librería Proteo (Málaga)

ଜୀବନଟା କାହା ପାଇଁ କେମିତି । ଜଣକ ପାଇଁ ଜୀବନ ପକ୍ଷୀର ପର ପରି ହାଲୁକା ତ ଆଉ କାହା ପାଇଁ ଗୋଟେ ଓଜନିଆ ପଥର ପରି ବୋଝ । କୁନ୍ଦେରାଙ୍କ ଦୃଷ୍ଟିରେ ଆମର ବୋଝ ଯେତିକି ଅଧିକ ହୁଏ, ମାଟି ସହିତ ଜୀବନ ସେତିକି ନିବିଡ଼ ହୁଏ । ଅପରପକ୍ଷେ ବୋଝ ନଥିଲେ ମଣିଷର ଜୀବନ ପବନ ପରି ହାଲୁକା ହେଇଯାଏ । ଉପରକୁ ଉଠିଉଠିକା ଯାଏ ଆଉ ମଣିଷର ଜୀବନ କ୍ରମଶଃ ଅର୍ଦ୍ଧସତ୍ୟ ଓ ନଗଣ୍ୟ ହେଇଯାଏ । ତେବେ ଆମେ କୋଉଟାକୁ ବାଛିବା କଥା- ହାଲୁକା ନା ଓଜନ? ତାଙ୍କର ବହୁ ଚର୍ଚ୍ଚିତ ଉପନ୍ୟାସ ’The Unbearable Lightness of Being’ ରେ ଏପରି ଏକ ଜୀବନ ଦର୍ଶନକୁ ଏକ ଭିନ୍ନ ଶୈଳୀରେ ଅବତାରଣା କରାଯାଇଛି ।'ହାଲୁକା ମଣିଷ’- ଏହି ବହିଟିର ଓଡ଼ିଆ ଅନୁବାଦ ଆମର ଓଡ଼ିଆ ପାଠକଙ୍କ ଉଦ୍ଦେଶ୍ୟରେ ଏକ ବୌଦ୍ଧିକ ପ୍ରୟାସ ମାତ୍ର ।

Artículos relacionados