Anupama Samantaray (Pattanaik)
Librería Samer Atenea
Kálamo Books
Librería Perelló (Valencia)
Librería Elías (Asturias)
Librería Kolima (Madrid)
Librería Proteo (Málaga)
ମହାମାରୀ କରୋନା ଯେତେବେଳେ ତା’ର ବାହୁବିସ୍ତାର କରି ମାଡ଼ି ଆସିଲା, ସାରା ଦୁନିଆ ସ୍ତବ୍ଧ ହୋଇଗଲା । ସବୁଆଡ଼େ ଶୂନଶାନ୍, ଦୋକାନ ବଜାର ବନ୍ଦ । ଘରୁ ବାହାରିବାକୁ ମନା । ଭୟରେ ଥରହର ସମସ୍ତେ । କେତେ କେତେ ଜୀବନ ଚାଲିଗଲା ଅକାଳରେ । ଦୁଃଖର ବିଷୟ ଯେ ଆତ୍ମୀୟକୁ ମନା, ମରିଥିବା ଲୋକର ପାଖ ମାଡ଼ିବାକୁ । ସ୍ୱାମୀ ସ୍ତ୍ରୀ, ପୁଅଝିଅ ଆଦି ସମ୍ପର୍କ ସବୁ ଠପ୍ ହୋଇଗଲା ସଂକ୍ରମଣ ଭୟରେ । ଘରେ ବସି ବସି ତାରି ଉପରେ ଗପଟିଏ ଲେଖୁଲେଖୁ ଲେଖି ହୋଇଗଲା ଅନେକ କିଛି । ଗପଟି ରୂପ ନେଇଗଲା ଉପନ୍ୟାସର ।