Librería Samer Atenea
Kálamo Books
Librería Perelló (Valencia)
Librería Elías (Asturias)
Donde los libros
Librería Kolima (Madrid)
Librería Proteo (Málaga)
ଲୋକପ୍ରିୟ ଫିଚର ସଙ୍କଳନ 'ନାୟିକା ନିଜ ଦର୍ପଣରେ' ପୁସ୍ତକରେ ଓଡ଼ିଆ ନାଟକ ଓ ଉପନ୍ୟାସର ଦୃଢ଼ମନା ନାରୀ ଚରିତ୍ରମାନେ ନିଜନିଜ ଅଶ୍ରୁ, ଆବେଗ, ଦମ୍ଭ, ସ୍ୱାଭିମାନ, ଜୀବନ ଦର୍ଶନ ଓ ଆଦର୍ଶର ଭଲକଥା ନିଜ ମୁହଁରେ ଉପସ୍ଥାପନ କରିଛନ୍ତି। ସତେଯେପରି ସେହି ବ୍ୟକ୍ତିତ୍ଵମୟୀ ନାରୀ ଚରିତ୍ରମାନଙ୍କ ମଧ୍ୟରେ ଲେଖିକାଙ୍କର ଆତ୍ମା ପ୍ରବେଶ କରିଛି। ଏହାର ଶୈଳୀ ଓ ବକ୍ତବ୍ୟ ଅନନ୍ୟ। ଆକୃତିରେ କ୍ଷୁଦ୍ର ଅଥଚ ପ୍ରକୃତିରେ ବିରାଟ। ଏହି ଫିଚର ଗୁଡ଼ିକ ପାଠକୀୟ ଆଦୃତି ପାଇବ ବୋଲି ଆମର ଆଶା।