Librería Samer Atenea
Librería Aciertas (Toledo)
Kálamo Books
Librería Perelló (Valencia)
Librería Elías (Asturias)
Donde los libros
Librería Kolima (Madrid)
Librería Proteo (Málaga)
ପେଡ଼୍ ଗାର୍ଲଫ୍ରେଣ୍ଡ୍’ ଗାଳ୍ପିକ ରଞ୍ଜନ ପ୍ରଧାନଙ୍କ ଚତୁର୍ଥ ଗଳ୍ପ ସଂକଳନ । ଏଥିରେ ରହିଛି ୧୬ଟି ବଛାବଛା ଗପ । ଏଥିରେ ମୁଖ୍ୟତଃ ଆଧୁନିକ ମଣିଷର ସ୍ଖଳିତ ବସ୍ତୁବାଦୀ ଜୀବନ ଓ ଦର୍ଶନର କଥା ରହିଛି । ପ୍ରେମ, ପ୍ରତାରଣା, ମୋହଭଙ୍ଗ, ଅବସାଦ, ଅସ୍ୱାଭାବିକ ସମ୍ପର୍କ, ଗଭୀର ମନସ୍ତାପ ଓ ଆତ୍ମଦହନ ଏହି ଗପ ସଂକଳନର ମୁଖ୍ୟ ସ୍ୱର । ବିଶେଷକରି ଆଧୁନିକ ସମୟର ସ୍ଖଳିତ ନାରୀ ଚରିତ୍ର ଏଥିରେ ବେଶି ପ୍ରତିଫଳିତ ହୋଇଛି ।