Amrita Pritam / Nandini Satpathy
Librería Samer Atenea
Librería Aciertas (Toledo)
Kálamo Books
Librería Perelló (Valencia)
Librería Elías (Asturias)
Donde los libros
Librería Kolima (Madrid)
Librería Proteo (Málaga)
ଅମୃତା ପ୍ରୀତମ୍ ଖାଲି ଭାରତ କାହିଁକି, ପୃଥିବୀର ଅନ୍ୟ ଅନେକ ଦେଶର ସାହିତ୍ୟ ଜଗତରେ ଏକ ଜଣାଶୁଣା ନାମ । ତାଙ୍କର ବହୁ ଗଳ୍ପ, କବିତା, ଉପନ୍ୟାସ ବିଭିନ୍ନ ଭାଷାରେ ଅନୂଦିତ ହୋଇ ପାଠକ ପାଠିକା ମାନଙ୍କ ନିକଟରେ ବିଶେଷ ଆଦର ଓ ସମ୍ମାନ ଲାଭ କରିଛି । ଜ୍ଞାନପୀଠ ଠାରୁ ଭାରତୀୟ ସାହିତ୍ୟ ଏକାଡ଼େମୀ ପର୍ଯ୍ୟନ୍ତ ବହୁ ସଂସ୍ଥା ତାଙ୍କର ସାହିତ୍ୟକୃତିକୁ ସ୍ୱୀକାର କରି ତାଙ୍କୁ ସମ୍ମାନିତ କରିଛନ୍ତି ।'ରସିଦି ଟିକଟ' ଅମୃତା ପ୍ରୀତମଙ୍କର ଆତ୍ମଜୀବନୀ । ନିଜର ଭିତର ବାହାରକୁ ଟିକିନିଖି ଭାବରେ ବିଶ୍ଳେଷଣ କରି ପାଠକଙ୍କ ଆଗରେ ଏତେ ସାହସର ସହିତ ରଖିଦେବା କୌଣସି ପ୍ରତିଷ୍ଠିତା ନାରୀପକ୍ଷରେ ସଚରାଚର ସମ୍ଭବ ହୁଏନାହିଁ । କିନ୍ତୁ ଅମୃତା ପ୍ରୀତମ୍ ଅନନ୍ୟା ।