Librería Samer Atenea
Librería Aciertas (Toledo)
Kálamo Books
Librería Perelló (Valencia)
Librería Elías (Asturias)
Donde los libros
Librería Kolima (Madrid)
Librería Proteo (Málaga)
’ସାହିତ୍ୟ: ସୀମା ଓ ସୀମାତୀତ’ ପୁସ୍ତକର ପରିକଳ୍ପନା ଓଡ଼ିଆ ସାହିତ୍ୟରେ ସମ୍ପୂର୍ଣ୍ଣ ନୂତନ । ଯାହା କିଛି ରହିଛି ଜ୍ଞାନର ଦିଗ ଦିଗନ୍ତ ସର୍ବତ୍ର ସାହିତ୍ୟ ଯେ, ବିରାଜିତ ତାହା ପ୍ରମାଣ କରିଦେବାରେ ଏହା ଲେଖକଙ୍କ ଏକ ଅଭିନବ ନିରଭିମାନ ନିବେଦନ । ତେଣୁ ସବୁ ସ୍ତରର ପାଠକ ପାଠିକାଙ୍କ ପାଇଁ ଏହା ଯେ, ନବ-ଚିନ୍ତନର ବିରଳ ଉପାଦାନ ପ୍ରଦାନରେ ପ୍ରଭାବଦୀପ୍ତ, ଏହା ଉପଲବ୍ଧି କରିପାରିବେ ପ୍ରକୃତ ସଜ୍ଜନ । ସେ ଦୃଷ୍ଟିରୁ ଏହାର ବିପୁଳ ଆଦୃତି ଆମେ ଆଶା କରୁଛୁ ।